ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ ଭୋଗୀ ଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାରି ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା ଓ TI ମଞ୍ଜୁର କରିଛନ୍ତି ।
ଜୁଲାଇ ପହିଲା 2022 ରୁ ଏହା ପିଛିଲା ଭାବେ ଲାଗୁ ହେବ ।