ରାଜ୍ୟବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ | News Room Odisha

ରାଜ୍ୟବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର -ରାଜ୍ୟବାସୀଙ୍କୁ ଇଂରାଜୀ ନୂଆବର୍ଷର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ସମୃଦ୍ଧି ଓ ସୁଯୋଗ, ସମ୍ଭାବନାର ବର୍ଷ ହେଉବୋଲି ମୁଖ୍ୟମନ୍ତ୍ରୀ ନିଜ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି।