ଭୁବନେଶ୍ୱର – ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ପବିତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆନନ୍ଦ ଉଲ୍ଲାସରେ ଏହି ପର୍ବକୁ ପାଳିବା ସହିତ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ସୁଖମୟ ଜୀବନ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।
Recover your password.
A password will be e-mailed to you.
Comments are closed.