ଗୀତା ମାହାତ୍ମ୍ୟ: ଯଥୈଧାଂସି ସମିଦ୍ଧୋଽଗ୍ନିର୍ଭସ୍ମସାତ୍‌କୁରୁତେଽର୍ଜୁନ । ଜ୍ଞାନାଗ୍ନିଃ ସର୍ବକର୍ମାଣି ଭସ୍ମସାତ୍‌କୁରୁତେ ତଥା ।। | News Room Odisha

ଗୀତା ମାହାତ୍ମ୍ୟ: ଯଥୈଧାଂସି ସମିଦ୍ଧୋଽଗ୍ନିର୍ଭସ୍ମସାତ୍‌କୁରୁତେଽର୍ଜୁନ । ଜ୍ଞାନାଗ୍ନିଃ ସର୍ବକର୍ମାଣି ଭସ୍ମସାତ୍‌କୁରୁତେ ତଥା ।।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ କର୍ମ ସନ୍ୟାସ ଯୋଗ ସମ୍ବନ୍ଧରେ କହୁଛନ୍ତି : –

ଯଥୈଧାଂସି ସମିଦ୍ଧୋଽଗ୍ନିର୍ଭସ୍ମସାତ୍‌କୁରୁତେଽର୍ଜୁନ ।
ଜ୍ଞାନାଗ୍ନିଃ ସର୍ବକର୍ମାଣି ଭସ୍ମସାତ୍‌କୁରୁତେ ତଥା ।। ୩୭ ।।

ଅର୍ଥାତ:-ହେ ଅର୍ଜୁନ! ଅଗ୍ନିଶିଖା ଯେପରି ଇନ୍ଧନକୁ ପାଉଁଶରେ ପରିଣତ କରିଦିଏ, ସେହିପରି ଜ୍ଞାନର ଅଗ୍ନି ସାଂସାରିକ କର୍ମର ଫଳକୁ ଜଳାଇ ଭସ୍ମ କରିଦିଏ ।

( ଗୀତା ୪ର୍ଥ ଅଧ୍ୟାୟ। ୩୭ ଶ୍ଳୋକ )