ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ କର୍ମ ସନ୍ୟାସ ଯୋଗ ସମ୍ବନ୍ଧରେ କହୁଛନ୍ତି : –
ଯଥୈଧାଂସି ସମିଦ୍ଧୋଽଗ୍ନିର୍ଭସ୍ମସାତ୍କୁରୁତେଽର୍ଜୁନ ।
ଜ୍ଞାନାଗ୍ନିଃ ସର୍ବକର୍ମାଣି ଭସ୍ମସାତ୍କୁରୁତେ ତଥା ।। ୩୭ ।।
ଅର୍ଥାତ:-ହେ ଅର୍ଜୁନ! ଅଗ୍ନିଶିଖା ଯେପରି ଇନ୍ଧନକୁ ପାଉଁଶରେ ପରିଣତ କରିଦିଏ, ସେହିପରି ଜ୍ଞାନର ଅଗ୍ନି ସାଂସାରିକ କର୍ମର ଫଳକୁ ଜଳାଇ ଭସ୍ମ କରିଦିଏ ।
( ଗୀତା ୪ର୍ଥ ଅଧ୍ୟାୟ। ୩୭ ଶ୍ଳୋକ )