ଗୀତା ମାହାତ୍ମ୍ୟ: ନ ହି ଜ୍ଞାନେନ ସଦୃଶଂ ପବିତ୍ରମିହ ବିଦ୍ୟତେ । ତତ୍‌ସ୍ୱୟଂ ଯୋଗସଂସିଦ୍ଧଃ କାଳେନାତ୍ମନି ବିନ୍ଦତି ।।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ କର୍ମ ସନ୍ୟାସ ଯୋଗ ସମ୍ବନ୍ଧରେ କହୁଛନ୍ତି :

ନ ହି ଜ୍ଞାନେନ ସଦୃଶଂ ପବିତ୍ରମିହ ବିଦ୍ୟତେ ।
ତତ୍‌ସ୍ୱୟଂ ଯୋଗସଂସିଦ୍ଧଃ କାଳେନାତ୍ମନି ବିନ୍ଦତି ।। ୩୮ ।।

ଏହି ସଂସାରରେ, ଦିବ୍ୟଜ୍ଞାନ ପରି ପବିତ୍ର ଅନ୍ୟ କିିଛି ନାହିଁ । ଯିଏ ସୁଦୀର୍ଘ ଯୋଗ ସାଧନା ଦ୍ୱାରା ମନକୁ ଶୁଦ୍ଧ କରିଥାଏ, ସମୟାନୁକ୍ରମେ ସେହି ଜ୍ଞାନକୁ ସେ ଅନ୍ତଃକରଣରେ ପ୍ରାପ୍ତ କରେ ।

( ଗୀତା ୪ର୍ଥ ଅଧ୍ୟାୟ। ୩୮ ଶ୍ଳୋକ )

Comments are closed.