ଗୀତା ମାହାତ୍ମ୍ୟ: ଶକ୍ନୋତୀହୈବ ଯଃ ସୋଢ଼ୁଂ ପ୍ରାକ୍‌ଶରୀରବିମୋକ୍ଷଣାତ୍। କାମକ୍ରୋଧୋଦ୍ଭବଂ ବେଗଂ ସ ଯୁକ୍ତଃ ସ ସୁଖୀ ନରଃ।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଜ୍ଞାନ କର୍ମ ସନ୍ଯାସ ଯୋଗ ସମ୍ବନ୍ଧରେ କହୁଛନ୍ତି : –

ଶକ୍ନୋତୀହୈବ ଯଃ ସୋଢ଼ୁଂ ପ୍ରାକ୍‌ଶରୀରବିମୋକ୍ଷଣାତ୍।
କାମକ୍ରୋଧୋଦ୍ଭବଂ ବେଗଂ ସ ଯୁକ୍ତଃ ସ ସୁଖୀ ନରଃ।*

ଅର୍ଥାତ:- ଯେଉଁମାନେ ଶରୀର ତ୍ୟାଗ କରିବା ପୂର୍ବରୁ,କାମ-କ୍ରୋଧର ବେଗକୁ ସହ୍ୟ କରିବାରେ ସକ୍ଷମ ହୋଇଥାନ୍ତି,ସେମାନେ ବାସ୍ତବିକ ଯୋଗୀ ଅଟନ୍ତି ଏବଂ ସେମାନେ ହିଁ ସୁଖି ଅଟନ୍ତି।

Comments are closed.