ଭୁବନେଶ୍ୱର – ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜିର ପବିତ୍ର ଦିନରେ ଦେଶ ପାଇଁ ବଳିଦାନ ଦେଇଥିବା ସ୍ୱାଧୀନତା ସଂଗ୍ରାମୀଙ୍କୁ ମନେପକାଇ ସମ୍ବିଧାନରେ ଲିଖିତ ଆଦର୍ଶକୁ ନିଷ୍ଠାର ସହ ଅନୁସରଣ କରିବାକୁ ସଂକଳ୍ପ ନେବା ପାଇଁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
Comments are closed, but trackbacks and pingbacks are open.