ପବିତ୍ର ବସନ୍ତ ପଞ୍ଚମୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର – ଆଜି ପବିତ୍ର ବସନ୍ତ ପଞ୍ଚମୀ। ବିଦ୍ୟାଦେବୀ ମା’ ସରସ୍ୱତୀଙ୍କ ପୂଜା । ଏହି ପବିତ୍ର ଅବସରରେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଦ୍ୟା ପ୍ରଦାୟିନୀ ମା’ ସରସ୍ଵତୀଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ଜ୍ଞାନର ଭଣ୍ଡାରରେ ପରିପୂର୍ଣ୍ଣ ହେବା ସହ ସୁଖ ଓ ଆନନ୍ଦମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed.