ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆନ୍ତର୍ଜାତିକ ହକି ମହାସଂଘ ସଭାପତି 

ଭୁବନେଶ୍ୱର – ହକି ବିଶ୍ୱକପ ଅବସରରେ ଓଡ଼ିଶା ଆସିଥିବା ଆନ୍ତର୍ଜାତିକ ହକି ମହାସଂଘ -ଏଫ ଆଇଏଚ ସଭାପତି ତାୟାବ ଇକ୍ରାମ ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ସଫଳତାର ସହ ବିଶ୍ୱକପ ହକି ଆୟୋଜନ କରିଥିବାରୁ ଓଡିଶା ସରକାରଙ୍କୁ ପ୍ରଶଂସା କରିଛନ୍ତି ଆଇଏଚଏଫ ସଭାପତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆଇଏଚ ଏବଂ ସଭାପତିଙ୍କ ମଧ୍ୟରେ ହକିର ଆହୁରି ବିକାଶ ପ୍ରସଙ୍ଗରେ ଫଳପ୍ରଦ ଆଲୋଚନା ହୋଇଛି । ଏହି ସାକ୍ଷାତ ଆଲୋଚନା ବେଳେ ୫-ଟି ସଚିବ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ ।

Comments are closed.