ସ୍ୱାସ୍ଥ୍ୟ ମନ୍ତ୍ରୀ ନବଦାସଙ୍କୁ ଗୁଳିମାଡ଼

ବ୍ରଜରାଜନଗର – ସ୍ୱାସ୍ଥ୍ୟ ମନ୍ତ୍ରୀ ନବଦାସଙ୍କୁ ଗୁଳିମାଡ଼ କରାଯାଇଥିବା ଖବର ମିଳିଛି। ବ୍ରଜରାଜନଗର ଗାନ୍ଧି ଛକରେ ନବ ଦାସଙ୍କୁ ଗୁଳିମାଡ଼ ହୋଇଛି ।ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବାକୁ ଗଲା ବେଳେ ତାଙ୍କୁ ଗୁଳିମାଡ଼ ହୋଇଛି । ତାଙ୍କ ଦେହରେ ଗୁଳି ବାଜିଥିବା ଜଣାପଡିଛି । ତାଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

Comments are closed.