ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ନବ ଦାସଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସେପଟେ ନବ ଦାସଙ୍କୁ ଏୟାରଲିଫ୍ଟ କରାଯାଇଛି । ଭୁବନେଶ୍ୱରର ଆପୋଲୋ ହସ୍ପିଟାଲକୁ ଅଣାଯାଉଛି । ଝାରସୁଗୁଡା ହସ୍ପିଟାଲରୁ ସ୍ୱତନ୍ତ୍ର ବିମାନରେ ଅଣାଯାଉଛି ।

Comments are closed.