ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ – ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶା ମନ୍ତ୍ରୀଙ୍କ ଦୁର୍ଭାଗ୍ୟଜନକ ମୃତ୍ୟୁରେ ସେ ମର୍ମାହତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହି ଦୁଃଖଦ ସମୟରେ ଦିବଂଗତ ପରିବାରକୁ ସମବେଦନା ଜଣାଇଛନ୍ତି ମୋଦି ।

Comments are closed.