ଗୀତା ମାହାତ୍ମ୍ୟ: ଇନ୍ଦ୍ରିୟାଣି ମନୋ ବୁଦ୍ଧିରସ୍ୟାଧିଷ୍ଠାନମୁଚ୍ୟତେ । ଏତୈର୍ବିମୋହୟତ୍ୟେଷ ଜ୍ଞାନମାବୃତ୍ୟ ଦେହିନମ୍ ।।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଶ୍ରଦ୍ଧାତ୍ରୟ ବିଭାଗ ଯୋଗ ରେ କହୁଛନ୍ତି : –

ଇନ୍ଦ୍ରିୟାଣି ମନୋ ବୁଦ୍ଧିରସ୍ୟାଧିଷ୍ଠାନମୁଚ୍ୟତେ ।
ଏତୈର୍ବିମୋହୟତ୍ୟେଷ ଜ୍ଞାନମାବୃତ୍ୟ ଦେହିନମ୍ ।। ୪୦ ।।

ଅର୍ଥାତ: ଇନ୍ଦ୍ରିୟ, ମନ ଓ ବୁଦ୍ଧିକୁୁ କାମନାର ପ୍ରଜଜନ ଭୂମି ରୂପେ ଆଖ୍ୟାୟିତ କରାଯାଇ ଥାଏ । ସେମାନଙ୍କ ମାଧ୍ୟମରେ ସେ ଜ୍ଞାନକୁ ଆବୃତ କରି, ଶରୀରସ୍ଥ ଆତ୍ମାକୁ ଭ୍ରମିତ କରିଥାଏ ।

Comments are closed.