ଆଜିଠୁ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା , ଓଡ଼ିଶାରୁ ୬୦ ହଜାରରୁ ଅଧିକ ପରୀକ୍ଷାର୍ଥୀ

ଭୁବନେଶ୍ୱର -ଆଜିଠୁ ସିବିଏସଇର ଦଶମ ଓ ଦ୍ୱାଦଶ ପରୀକ୍ଷା । ଦେଶର ପାଖାପାଖି ୧୭ ଲକ୍ଷ ଛାତ୍ରଛାତ୍ରୀ ଦ୍ୱାଦଶ ଓ ୨୨ ଲକ୍ଷ ଛାତ୍ରଛାତ୍ରୀ ଦଶମ ପରୀକ୍ଷା ପାଇଁ ନାମ ପଞ୍ଜିକରଣ କରିଛନ୍ତି । ଓଡ଼ିଶାର ପ୍ରାୟ ୪୪ ହଜାର ପରୀକ୍ଷାର୍ଥୀ ଦଶମ ଶ୍ରେଣୀ ପରୀକ୍ଷା ଦେବେ । ରାଜ୍ୟର ୧୮ ହଜାର ଛାତ୍ରଛାତ୍ରୀ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେବେ । କଡା ସୁରକ୍ଷା ମଧ୍ୟରେ ପରୀକ୍ଷା ହେବ । ପରୀକ୍ଷା କେନ୍ଦ୍ରକୁ ମୋବାଇଲ ଫୋନ୍ ନେବାକୁ ଅନୁମତି ଦିଆଯାଇ ନାହିଁ ।

Comments are closed.