ଦିବଂଗତ ସଦସ୍ୟମାନଙ୍କୁ ବିଧାନସଭାରେ ଶ୍ରଦ୍ଧାଞ୍ଜଳି ଜଣାଇ ଶୋକ ପ୍ରସ୍ତାବ ଗୃହୀତ 

ଭୁବନେଶ୍ୱର – ବିଧାନସଭା ବଜେଟ ଅଧିବେଶନର ପ୍ରଥମ ଦିନରେ ଦିବଂଗତ ସଦସ୍ୟମାନଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ଗୃହରେ ଶୋକପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିବଙ୍ଗତ ସଦସ୍ୟ ନବକିଶୋର ଦାସ, ଗଙ୍ଗାଧର ଦାସ ଓ ଅର୍ଜୁନ ଚରଣ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ସମର୍ଥନ କରିବା ସହ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ୧ ମିନିଟ ନୀରବ ପ୍ରାର୍ଥନା କରିଥିଲେ ।

Comments are closed.