ପ୍ରଦୀପ ପାଣିଗ୍ରାହୀଙ୍କୁ ସୁପ୍ରିମକୋର୍ଟ ଝଟକା

ନୂଆଦିଲ୍ଲୀ – ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା । ସୁପ୍ରିମକୋର୍ଟରୁ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି। ପ୍ରଦୀପ ପାଣିଗ୍ରାହୀ ପ୍ରସଙ୍ଗରେ ହାଇକୋର୍ଟ ଦେଇଥିବା ରାୟ ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ ।

ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଲୋକାୟୁକ୍ତ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଇପାରିବେନି କହିଥିଲେ ହାଇକୋର୍ଟ । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ଲୋକାୟୁକ୍ତ । ସ୍ୱତନ୍ତ୍ର ଲିଭ୍ ପିଟିସନ ମାଧ୍ୟମରେ ସୁପ୍ରିମକୋର୍ଟରେ ଅପିଲ କରିଥିଲେ ଲୋକାୟୁକ୍ତ ।

Comments are closed.