ପିଣ୍ଟୁ ନନ୍ଦଙ୍କ ବିୟୋଗରେ ରାଜ୍ୟପାଳଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର – ଓଡ଼ିଆ ଚଳଚ୍ଚିତ୍ର ତଥା ଧାରାବାହିକ ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ନିଜର ନିଖୁଣ ଅଭିନୟ ଦ୍ୱାରା ଘରେ ଘରେ ପରିଚିତ ପିଣ୍ଟୁଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ରାଜ୍ୟପାଳ।

Comments are closed.