ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଧ୍ୟାନ ଯୋଗ ସମ୍ବନ୍ଧରେ କହୁଛନ୍ତି : –
ସର୍ବଭୂତସ୍ଥିତଂ ଯୋ ମାଂ ଭଜତ୍ୟେକତ୍ୱମାସ୍ଥିତଃ ।
ସର୍ବଥା ବର୍ତମାନୋଽପି ସ ଯୋଗୀ ମୟି ବର୍ତତେ ।।୩୧।।
ଅର୍ଥାତ୍: ଯେଉଁ ଯୋଗୀ ମୋ ସହିତ ଯୁକ୍ତ ରହିଥାଆନ୍ତି ଏବଂ ସମସ୍ତଙ୍କ ହୃଦୟରେ ସ୍ଥିତ ପରମାତ୍ମା ରୂପରେ ମୋର ଉପାସନା କରନ୍ତି, ସେ ସମସ୍ତ ପ୍ରକାର କର୍ମରେ ଲିପ୍ତ ରହି ମଧ୍ୟ ମୋ ଠାରେ ନିବାସ କରିଥାଆନ୍ତି ।