ରାଜ୍ୟବାସୀଙ୍କୁ ହୋଲି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ | News Room Odisha

ରାଜ୍ୟବାସୀଙ୍କୁ ହୋଲି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ରଙ୍ଗର ପର୍ବ ହୋଲି ଆଜି ସାରାରାଜ୍ୟରେ ହର୍ଷ ଉଲ୍ଲାସର ସହ ପାଳନ କରାଯାଉଛି । ହୋଲି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଧାଗୋବିନ୍ଦଙ୍କ କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।