ଗୀତା ମାହାତ୍ମ୍ୟ: ବାହ୍ୟସ୍ପର୍ଶେଷ୍ୱସକ୍ତାତ୍ମା ବିନ୍ଦତ୍ୟାତ୍ମନି ଯତ୍‌ସୁଖଂ। ସ ବ୍ରହ୍ମଯୋଗଯୁକ୍ତାତ୍ମା ସୁଖମକ୍ଷୟମଶ୍ନୁତେ ।

ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଷଷ୍ଠ ଅଧ୍ୟାୟରେ ଆତ୍ମସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : –

ବାହ୍ୟସ୍ପର୍ଶେଷ୍ୱସକ୍ତାତ୍ମା ବିନ୍ଦତ୍ୟାତ୍ମନି ଯତ୍‌ସୁଖଂ।
ସ ବ୍ରହ୍ମଯୋଗଯୁକ୍ତାତ୍ମା ସୁଖମକ୍ଷୟମଶ୍ନୁତେ ।

ଅର୍ଥାତ: ବାହ୍ୟ ଇନ୍ଦ୍ରିୟ ସୁଖରେ ଆସକ୍ତ ହୁଅନ୍ତି ନାହିଁ, ସେମାନେ ନିଜ ମଧ୍ୟରେ ଦିବ୍ୟ ଆନନ୍ଦ ଅନୁଭବ କରନ୍ତି, ସେମାନେ ଯୋଗ ଦ୍ୱାରା ଭଗବାନଙ୍କ ସହିତ ମିଳିତ ହୋଇ, ଚିରନ୍ତନ ସୁଖ ଲାଭ କରନ୍ତି।

Comments are closed.