ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ | News Room Odisha

ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି ପବିତ୍ର ଅଶୋକାଷ୍ଟମୀ । ଆଜି ମଧ୍ୟ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଏହି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଭୁ ଲିଙ୍ଗରାଜଙ୍କ ଅପାର କରୁଣାରୁ ପ୍ରତିଟି ଜୀବନ ସୁଖ ଓ କଲ୍ୟାଣମୟ ହେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।