ଗୀତା ମାହାତ୍ମ୍ୟ: ଯୋଗଯୁକ୍ତୋ ବିଶୁଦ୍ଧାତ୍ମା ବିଜିତାତ୍ମା ଜିତେନ୍ଦ୍ରିୟଃ । ସର୍ବଭୂତାତ୍ମଭୂତାତ୍ମା କୁର୍ବନ୍ନପି ନ ଲିପ୍ୟତେ। | News Room Odisha

ଗୀତା ମାହାତ୍ମ୍ୟ: ଯୋଗଯୁକ୍ତୋ ବିଶୁଦ୍ଧାତ୍ମା ବିଜିତାତ୍ମା ଜିତେନ୍ଦ୍ରିୟଃ । ସର୍ବଭୂତାତ୍ମଭୂତାତ୍ମା କୁର୍ବନ୍ନପି ନ ଲିପ୍ୟତେ।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ କର୍ମ ସନ୍ୟାସ ଯୋଗ ସମ୍ବନ୍ଧରେ କହୁଛନ୍ତି : –

ଯୋଗଯୁକ୍ତୋ ବିଶୁଦ୍ଧାତ୍ମା ବିଜିତାତ୍ମା ଜିତେନ୍ଦ୍ରିୟଃ । ସର୍ବଭୂତାତ୍ମଭୂତାତ୍ମା କୁର୍ବନ୍ନପି ନ ଲିପ୍ୟତେ।

ଅର୍ଥାତ୍ : ଯେଉଁ କର୍ମଯୋଗୀମାନଙ୍କର ବୁଦ୍ଧି ବିଶୁଦ୍ଧ ଅଟେ ଏବଂ ଯିଏ ମନ ଓ ଇନ୍ଦ୍ରିୟକୁ ନିୟନ୍ତ୍ରଣ କରିିଥାଆନ୍ତି,ସେମାନେ ସମସ୍ତ ପ୍ରାଣୀଙ୍କଠାରେ ଆତ୍ମାର ଆତ୍ମା ପରମାତ୍ମାଙ୍କୁ ଦେଖିଥାନ୍ତି। ସମସ୍ତ ପ୍ରକାର କର୍ମ କରୁଥିଲେ ମଧ୍ୟ ସେମାନେ ସେଥିରେ ଛନ୍ଦି ହୁଅନ୍ତି ନାହିଁ।

( ଗୀତା ୫ମ ଅ।୭ମ ଶ୍ଲୋକ )