ଅକ୍ଷୟ ତୃତୀୟା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ସଭିଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀ ଭାଇଙ୍କ ଅକ୍ଷିମୁଠି ଅନୁକୂଳ ଚଳିତ ବର୍ଷ ଭଲ ଫସଲ ଅମଳ ହେବା ସହ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.