ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୫ ଶହ ଟପିଲା

ଭୁବନେଶ୍ୱର – ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୫ ଶହ ପାର କରିଛି। ପୁଣି ଥରେ ସଂକ୍ରମଣ ଆରମ୍ଭ ହେଲା ପରେ ପ୍ରଥମ ଥର ପାଇଁ ଦିନକରେ ୫ ଶହରୁ ଅଧିକ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୫୦୨ ଜଣ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହେବା ସହ ସକ୍ରିୟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ୯୨୬କୁ ବୃଦ୍ଧି ପାଇଛି।ଗତ ୨୪ ଘଣ୍ଟାରେ ୨୭୩ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି।

Comments are closed.