ବୁଦ୍ଧ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ | News Room Odisha

ବୁଦ୍ଧ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଆଜି ପବିତ୍ର ବୁଦ୍ଧ ପୂର୍ଣ୍ଣିମା । ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ବାର୍ତ୍ତା ଦେଇ କହିଛନ୍ତି ଯେ, ପରିପୂର୍ଣ୍ଣ ଜୀବନ ଏବଂ ସୁସ୍ଥ ସମାଜ ଗଠନ ପାଇଁ ବୁଦ୍ଧଙ୍କ ପ୍ରଦର୍ଶିତ ସତ୍ୟ, ଶାନ୍ତି ଓ ଅହିଂସାର ମାର୍ଗ ସମସ୍ତଙ୍କ ପାଇଁ ଅନୁକରଣୀୟ ହେଉ।