ଜୟନ୍ତୀରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଆଜି ହେଉଛି ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କୁ ସ୍ମରଣ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାର ପ୍ରଗତି ଏବଂ ଗରିବ, ଅସହାୟ ଲୋକଙ୍କ କଲ୍ୟାଣ ପାଇଁ ନୀଳମଣି ରାଉତରାୟଙ୍କ ଉତ୍ସର୍ଗୀକୃତ କାର୍ଯ୍ୟ ସର୍ବଦା ପ୍ରେରଣାଦାୟୀ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Comments are closed.