ଭୁବନେଶ୍ୱର – ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ଘୋଷଣା। ଆସନ୍ତା ଶିକ୍ଷାବର୍ଷରୁ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ୧ ଜିବି ଡାଟା । ବୈଷୟିକ ଶିକ୍ଷାନୁଷ୍ଠାନ, କଲେଜ ଓ ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ମିଳିବ ମାଗଣା ୱାଇଫାଇ ଓ ୧ ଜିବି ଡାଟା। ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଆଜି ଏହି ସୂଚନା ଦେଇଛନ୍ତି।
Comments are closed.