ଚଳିତମାସ ଶେଷରେ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର – ଏହି ମାସ ଶେଷ ଆଡକୁ ବାହାରିବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଆସନ୍ତା ୩୦ କିମ୍ବା ୩୧ ତାରିଖରେ ବାହାରି ପାରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ ବାହାରିବ । ଜୁନ ୮ ତାରିଖରେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ବାହାରିପାରେ । ଏ ନେଇ ୨୮ ତାରିଖ ସନ୍ଧ୍ୟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଦ୍ଦିଷ୍ଟ ତାରିଖ ଘୋଷଣା କରିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି ।

Comments are closed.