ନବକିଶୋର ଦାସ ହତ୍ୟା ମାମଲାରେ ଚାର୍ଜସିଟ ଦାଖଲ

ଝାରସୁଗୁଡ଼ା – ବହୁଚର୍ଚ୍ଚିତ ମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲାରେ ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ଝାରସୁଗୁଡା ଜେଏମଏଫସି କୋର୍ଟରେ ପହଞ୍ଚି ଚାର୍ଜସିଟ ଦାଖଲ କରିଛନ୍ତି କ୍ରାଇମବ୍ରାଞ୍ଚ ଟିମ । ଏ ବର୍ଷ ଜାନୁଆରୀ ୨୯ ତାରିଖରେ ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଜଣେ ନିଲମ୍ବିତ ଏଏସ ଆଇ ଗୋପାଳ ଦାସ ନବକିଶୋରଙ୍କ ଉପରକୁ ଗୁଳି ଚଳାଇଥିଲା ।

Comments are closed.