୨୨୩ଟି କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ କଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର – ରାଜ୍ୟର ୨୨୩ଟି କଲେଜର ଅଧ୍ୟକ୍ଷଙ୍କ ଦରମା ବନ୍ଦ ରଖିଛି ଉଚ୍ଚଶିକ୍ଷା ବିଭାଗ। କର୍ତ୍ତବ୍ୟରେ ଅବହେଳା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଅଧ୍ୟକ୍ଷଙ୍କ ସହ ମୁଖ୍ୟ କିରାଣି/କିରାଣିଙ୍କ ଦରମା ବନ୍ଦ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ବିଭାଗର ସହକାରୀ ନିର୍ଦ୍ଦେଶକଙ୍କ ଚିଠିର ଉତ୍ତର ଦେଉ ନଥିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଚର୍ଚ୍ଚା ହେଉଛି।

Comments are closed.