ବାଲେଶ୍ୱର ଟ୍ରେନ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ | News Room Odisha

ବାଲେଶ୍ୱର ଟ୍ରେନ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ବର- ବାଲେଶ୍ୱର ବାହାନଗାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଏହା ବାସ୍ତବରେ ଅତ୍ୟନ୍ତ ମର୍ମନ୍ତୁଦ ଦୁର୍ଘଟଣା। ଘଟଣାସ୍ଥଳକୁ ରାଜସ୍ୱ ମନ୍ତ୍ରୀ ଓ ଏସଆରସି ଗସ୍ତ କରି ସମସ୍ତ କାର୍ଯ୍ୟର ତଦାରଖ କରିବାକୁ ସେ ନିର୍ଦ୍ଦେଶ ଦେଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ସମସ୍ତଙ୍କୁ ଉତ୍ତମ ଚିକିତ୍ସା ସୁନିଶ୍ଚିତ କରାଯିବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।