ରଥଯାତ୍ରା ପାଇଁ ଆଜି ଶେଷ ସମନ୍ବୟ ବୈଠକ, ସାମିଲ ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ପୁରୀ- ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଖେଇ ଆସୁଥିବା ବେଳେ ରଥ ନିର୍ମାଣ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏଣେ ଶୃଙ୍ଖଳିତ ଭାବେ ରଥଯାତ୍ରା ପାଇଁ ଆଜି ଶେଷ ସମନ୍ବୟ ବୈଠକ ଅନୁଷ୍ଠିତ ହେଉଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବେ । ବୈଠକରେ ଆଇନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଶକ୍ତି ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ଉପସ୍ଥିତ । ଡିଜିପି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଆଇନଶୃଙ୍ଖଳା ଏଡିଜି ମଧ୍ୟ ବୈଠକରେ ସାମିଲ ହେବ ।

Comments are closed.