ଭୁବନେଶ୍ୱର -ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ବିରୋଧରେ ଆସିଛି ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ । ଏହି ଅଭିଯୋଗରେ ଉପଜିଲ୍ଲାପାଳଙ୍କ ଘର ଓ ଅଫିସ ସମେତ ବିଭିନ୍ନ ଠିକଣାରେ ଚଢ଼ାଉ ଆରମ୍ଭ କରିଛି ଭିଜିଲାନ୍ସ। ମିଳିଥିବା ସୂଚନା ଅନୁସାରେ ନବରଙ୍ଗପୁର,ଭଦ୍ରକ ଓ ଭୁବନେଶ୍ବର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ। ଏ ନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।
Comments are closed.