ଗୀତା ଉପଦେଶ: ସମସ୍ତ ପ୍ରାଣୀଙ୍କଠାରେ ଆତ୍ମାର ଆତ୍ମା ପରମାତ୍ମା ହିଁ ବିରାଜିତ | News Room Odisha

ଗୀତା ଉପଦେଶ: ସମସ୍ତ ପ୍ରାଣୀଙ୍କଠାରେ ଆତ୍ମାର ଆତ୍ମା ପରମାତ୍ମା ହିଁ ବିରାଜିତ

ଗୀତା ଉପଦେଶ: ସମସ୍ତ ପ୍ରାଣୀଙ୍କଠାରେ ଆତ୍ମାର ଆତ୍ମା ପରମାତ୍ମା ହିଁ ବିରାଜିତ ।

ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ ଜ୍ଞାନ କର୍ମ ସନ୍ନ୍ୟାସ ଯୋଗ ବିଷୟରେ କହୁଛନ୍ତି ହେ ଅର୍ଜ୍ଜୁନ :-

ଯୋଗଯୁକ୍ତୋ ବିଶୁଦ୍ଧାତ୍ମା ବିଜିତାତ୍ମା ଜିତେନ୍ଦ୍ରିୟଃ। ସର୍ବଭୂତାତ୍ମଭୂତାତ୍ମା କୁର୍ବନ୍ନପି ନ ଲିପ୍ୟତେ।

ଅର୍ଥାତ ଯେଉଁ କର୍ମଯୋଗୀମାନଙ୍କର ବୁଦ୍ଧି ବିଶୁଦ୍ଧ ଅଟେ ଏବଂ ଯିଏ ମନ ଓ ଇନ୍ଦ୍ରିୟକୁ ନିୟନ୍ତ୍ରଣ କରିିଥାଆନ୍ତି, ସେମାନେ ସମସ୍ତ ପ୍ରାଣୀଙ୍କଠାରେ ଆତ୍ମାର ଆତ୍ମା ପରମାତ୍ମାଙ୍କୁ ଦେଖିଥାନ୍ତି । ସମସ୍ତ ପ୍ରକାର କର୍ମ କରୁଥିଲେ ମଧ୍ୟ ସେମାନେ ସେଥିରେ ଛନ୍ଦି ହୁଅନ୍ତି ନାହିଁ।