ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ | News Room Odisha

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭବାନୀପାଟଣା – ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଜଳ ଯୋଗାଣ ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀଙ୍କ ଅଫିସ ଓ ଭବାନୀପାଟଣା ସ୍ଥିତ ଘର ଯାଞ୍ଚ କରୁଛି ଭିଜିଲାନ୍ସ ଟିମ୍‌ । ଏ ନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।