ଗୀତା ଉପଦେଶ: ହେ ଅର୍ଜ୍ଜୁନ ! ଭଗବାନ କୌଣସି ବ୍ୟକ୍ତିର ପୁଣ୍ୟ କର୍ମ ବା ପାପ କାର୍ଯ୍ୟ ପାଇଁ ଦାୟୀ ନୁହନ୍ତି | News Room Odisha

ଗୀତା ଉପଦେଶ: ହେ ଅର୍ଜ୍ଜୁନ ! ଭଗବାନ କୌଣସି ବ୍ୟକ୍ତିର ପୁଣ୍ୟ କର୍ମ ବା ପାପ କାର୍ଯ୍ୟ ପାଇଁ ଦାୟୀ ନୁହନ୍ତି

ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ ଜ୍ଞାନ କର୍ମ ସନ୍ନ୍ୟାସ ଯୋଗ ବିଷୟରେ କହୁଛନ୍ତି ହେ ଅର୍ଜ୍ଜୁନ :-

ନାଦତ୍ତେ କସ୍ୟଚିତ୍ ପାପଂ ନ ଚୈବ ସୁକୃତଂ ବିଭୁଃ। ଅଜ୍ଞାନେନାବୃତଂ ଜ୍ଞାନଂ ତେନ ମୁହ୍ୟନ୍ତି ଜନ୍ତବଃ।

ଅର୍ଥାତ ସର୍ବଶକ୍ତିମାନ ଭଗବାନ, କୌଣସି ବ୍ୟକ୍ତିର ପୁଣ୍ୟକର୍ମ ବ ପାପକର୍ମରେ ଅଂଶୀଦାର ହୁଅନ୍ତି ନାହିଁ । ଅଜ୍ଞାନରେ ଆବୃତ୍ତ ଜୀବର ଜ୍ଞାନ, ତାହା ବୁଝିପାରି ନ ଥାଏ।