ସମ୍ବଲପୁରୀ ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା | News Room Odisha

ସମ୍ବଲପୁରୀ ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର – ଆଜି ସମ୍ବଲପୁରୀ ଦିବସ ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଶିଷ୍ଟ ସାହିତ୍ୟିକ ସ୍ୱର୍ଗତ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।