ଲଦାଖ ଦୁର୍ଘଟଣାରେ ୯ ଯବାନଙ୍କ ପ୍ରାଣହାନି ନେଇ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର -ଲଦାଖରେ ଗଭୀର ଖାତକୁ ଗାଡ଼ି ଖସିଯିବାରୁ ୯ ଯବାନଙ୍କ ପ୍ରାଣହାନି ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କର୍ତ୍ତବ୍ୟ ସମ୍ପାଦନ ବେଳେ ପ୍ରାଣବଳି ଦେଇଥିବା ଏହି ସାହସୀ ଯବାନମାନଙ୍କୁ ଦେଶ ମନେ ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୃତ ଯବାନଙ୍କ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.