ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ | News Room Odisha

ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର – ରାଜ୍ୟ ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହେଉଛି। ଖାରବେଳ ଭବନରେ ଚାଲିଥିବା ଏହି ଉଚ୍ଚସ୍ତରୀୟ ବୈଠକରେ ସବୁ ଜିଲ୍ଲାପାଳ ସାମିଲ ହୋଇଛନ୍ତି। ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ନେଇ ବିଭାଗୱାରୀ ସମୀକ୍ଷା କରାଯିବ । ବିଭିନ୍ନ ଯୋଜନା କାର୍ଯ୍ୟକାରିତା ନେଇ ବୈଠକରେ ଆଲୋଚନା ହେବ ।