ସବୁ କାମ ପାଇଁ ଏଣିକି ଜନ୍ମ ପ୍ରମାଣ ପତ୍ର : କେନ୍ଦ୍ର ଗୃହ ମନ୍ତ୍ରାଳୟର ବିଜ୍ଞପ୍ତି, ଅକ୍ଟୋବର ପହିଲାରୁ ଲାଗୁ

ନୂଆଦିଲ୍ଲୀ – ଏଣିକି ଜନ୍ମ ପ୍ରମାଣପତ୍ରରେ ସବୁ କିଛି କାର୍ଯ୍ୟ ହେବ । ଏ ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅକ୍ଟୋବର ୧ରୁ ପରିବର୍ତ୍ତିତ ନିୟମରେ କାର୍ଯ୍ୟ କରାଯିବ । ନାମଲେଖା, ଡ୍ରାଇଭିଂ ଲାଇସେନ୍ସ, ଭୋଟର ତାଲିକା ଜନ୍ମ ପ୍ରମାଣ ପତ୍ର କାର୍ଯ୍ୟ କରିବ । ଆଧାର, ବିବାହ ପଞ୍ଜୀକରଣ, ସରକାରୀ ନିଯୁକ୍ତି ସମେତକେନ୍ଦ୍ର ସରକାରଙ୍କ ଅନ୍ୟ ସବୁ ଯୋଜନା ପାଇଁ ଜନ୍ମ ପ୍ରମାଣପତ୍ର ଜରୁରୀ ହେବ ।

Comments are closed.