ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ | News Room Odisha

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ୭୩ ବର୍ଷରେ ପଦାର୍ପଣ କରିଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନରେନ୍ଦ୍ର ମୋଦିଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।