ସିସୋର ଚିଟଫଣ୍ଡ ମାମଲାରେ ଚାର୍ଜଫ୍ରେମ

ଭୁବନେଶ୍ୱର- ବହୁଚର୍ଚ୍ଚିତ ସିସୋର ଚିଟ୍‌ଫଣ୍ଡ ଠକେଇ ମାମଲାରେ ଦୀର୍ଘ ୯ ବର୍ଷ ପରେ ଚାର୍ଜଫ୍ରେମ ହୋଇଛି। କଟକ-ଚୌଦ୍ବାରର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ଵାଳ ଓ ତାଙ୍କ ପତ୍ନୀ ଲକ୍ଷ୍ମୀ ବିଳାସିନୀଙ୍କ ନାଁରେ ଚାର୍ଜଫ୍ରେମ ହୋଇଛି। ଭୁବନେଶ୍ଵର ସିବିଆଇ-୧ କୋର୍ଟରେ ଚାର୍ଜଫ୍ରେମ ହୋଇଛି। ବେଆଇନ ଅର୍ଥ କାରବାର ମାମଲାରେ ଉଭୟଙ୍କ ନାଁରେ ଚାର୍ଜଫ୍ରେମ କରିଛି ସିବିଆଇ ।

Comments are closed.