ଜୟନ୍ତୀରେ ବାପୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବିନମ୍ର ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଶାନ୍ତି ଓ ଅହିଂସାର ମହାନ ପ୍ରଚାରକ ଜାତିର ପିତା ମହାତ୍ମା ଗାନ୍ଧିଙ୍କ ଆଜି ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗାନ୍ଧିଜୀଙ୍କ ଅହିଂସା, ଶାନ୍ତି , ସହିଷ୍ଣୁତା ଓ ଭାରତର ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଅଟଳ ସମର୍ପଣ ପିଢ଼ି ପିଢିକୁ ପ୍ରେରଣା ଯୋଗାଉଥିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ବାର୍ତ୍ତା ଦେଇ କହିଛନ୍ତି।

Comments are closed.