ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର – ଆଜି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ବିଭିନ୍ନ ବ୍ୟକ୍ତିବିଶେଷ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ନବୀନଙ୍କ ସୁସ୍ୱାସ୍ଥ୍ୟ ଓ ଦୀର୍ଘଜୀବନ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ । ଜନ୍ମଦିନ ଶୁଭେଚ୍ଛାର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନ ।

Comments are closed.