ପୋଲିସ ସ୍ମୃତି ଦିବସରେ ସହିଦଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଆଜି ପୋଲିସ ସ୍ମୃତି ଦିବସ । କର୍ତ୍ତବ୍ୟ ସମ୍ପାଦନ ବେଳେ ଆତ୍ମବଳି ଦେଇଥିବା ଦେଶର ବୀର ପୋଲିସ କର୍ମୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେମାନଙ୍କ କର୍ତ୍ତବ୍ୟ ନିଷ୍ଠା ଓ ସାହସିକତା ଆମ ସମସ୍ତଙ୍କ ପାଇଁ ପ୍ରେରଣା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଆମ ପୋଲିସ ବୀରଙ୍କ ଅବଦମିତ ସାହସ ଓ ବୀରତାକୁ ସଲାମ କରିବା ସହ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.