ବଲାଙ୍ଗିର ଆୟୁର୍ବେଦିକ କଲେଜ ଅଧ୍ୟକ୍ଷଙ୍କ ଘରେ ଭିଜିଲାନ୍ସ ଚଢ଼ାଉ 

ପୁରୀ – ଭିଜିଲାନ୍ସ ଜାଲରେ ବଲାଙ୍ଗିର ଆୟୁର୍ବେଦିକ କଲେଜର ଅଧ୍ୟକ୍ଷ ସୁଦର୍ଶନ ବେହେରା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଲେଜ ଅଧ୍ୟକ୍ଷଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ପୁରୀର ୪ଟି ଏବଂ ବଲାଙ୍ଗିରର କିଛି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ। ସୂଚନାଯୋଗ୍ୟ ଯେ,ସୁଦର୍ଶନ ବେହେରା ପୂର୍ବରୁ ପୁରୀ ଆୟୁର୍ବେଦିକ କଲେଜର ଅଧ୍ୟକ୍ଷ ଥିଲେ । ତାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

Comments are closed.