ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା | News Room Odisha

ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ବର – ଆଜି ଆଲୋକର ପର୍ବ ଦୀପାବଳି । ସବୁଆଡେ ଆନନ୍ଦ ଓ ଉଲ୍ଲାସର ପର୍ବ ପାଳନ ହେଉଛି। ଏହି ପବିତ୍ର ପର୍ବରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିକାଶର ଆଲୋକ ସମସ୍ତଙ୍କ ଜୀବନକୁ ଆଲୋକିତ କରୁ ବୋଲି ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି।