ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର – ଆଜି କ୍ରିକେଟ ବିଶ୍ୱକପର ଫାଇନାଲ ମ୍ୟାଚ। ଅହମ୍ମଦାବାଦରେ ଟାଇଟଲ ଲଢେଇରେ ଅବତୀର୍ଣ୍ଣ ହେବେ ଭାରତ ଓ ଅଷ୍ଟ୍ରେଲିଆ । ଫାଇନାଲ ମ୍ୟାଚ ପାଇଁ ଭାରତୀୟ କ୍ରିକେଟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭାରତ ଅପରାଜେୟ ରେକର୍ଡ ବଜାୟ ରଖି ତୃତୀୟ ଥର ପାଇଁ ବିଶ୍ୱକପ୍ ଜିତୁ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.