ଆଜି କ୍ୟାବିନେଟ ବୈଠକ

ଭୁବନେଶ୍ୱର – ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଅଧ୍ୟକ୍ଷତା କରିବେ । ସକାଳ ୧୦ଟାରେ କ୍ୟାବିନେଟ ବୈଠକ ବସିବ । ଆଜିର ବୈଠକରେ ବିଭିନ୍ନ କ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ । ଦୁଇଟି ମୁଖ୍ୟ ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ବିଧାନସଭାର ଶୀତକାଳୀନ ଅଧିବେଶନ ଚାଲିଥିବା ବେଳେ ଆଜିର କ୍ୟାବିନେଟ ବୈଠକକୁ ବେଶ୍ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି ।

Comments are closed.